Explore

Search
Close this search box.

Search

September 19, 2024 10:24 am

tadantnews
LATEST NEWS
Lifestyle

ଆସନ୍ତା ୨୮ରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ । ସ୍କାନିଂ ପାଇଁ ଏଏସଆଇକୁ ସହଯୋଗ କରିବେ ଶ୍ରୀମନ୍ଦିର ପ୍ରଶାସନ ।

Facebook
Twitter
WhatsApp
Email

ଆସନ୍ତା ୨୮ ତାରିଖରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ । କାର୍ତ୍ତିକ ମାସରେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ଣ୍ଣିମା ପରଦିନଠାରୁ ବାହାର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବା ପାଇଁ ନିଷ୍ପତ୍ତିି ନିଆଯାଇଛି ।

ରତ୍ନଭଣ୍ଡାର ବାହାର ପଟ କାନ୍ଥର ପ୍ରଥମେ ସ୍କାନିଂ କରାଯିବା ପରେ କେଉଁ ସ୍ଥାନରେ ଫାଟ ଓ ଅନ୍ୟାନ୍ୟ ସମସ୍ୟା ରହିଛି, ତାହା ଚିହ୍ନଟ କରାଯିବ । ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟ ପାଶ୍ୱର୍ଦେବାଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବ । ଏହାରି ଭିତରେ ସ୍କାନିଂ ମେସିନ୍ ଏଏସଆଇ ପାଖରେ ପହଁଚିଥିବା ସୂଚନା ମିଳିଛି । ଲେଜର ସ୍କାନିଂ ପାଇଁ ଏଏସଆଇକୁ ସବୁପ୍ରକାର ସହଯୋଗ କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

Tadant News
Author: Tadant News

Leave a Comment