ରୋଷେଇ ଘର ପାଖ ମାଡିବେନି ଜନ୍ଦା,ପିମ୍ପୁଡି : କରନ୍ତୁ ଏହି ଉପାୟ..
ରୋଷେଇ ଘର ପାଖ ମାଡିବେନି ଜନ୍ଦା,ପିମ୍ପୁଡି : କରନ୍ତୁ ଏହି ଉପାୟ.. ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ପାଇଁ ଆମେ ସମସ୍ତେ ବର୍ଷା ଦିନକୁ ଅପେକ୍ଷା କରି ରହିଥାନ୍ତି । କାରଣ ବର୍ଷା ହେଲେ ତାତିରୁ ତ୍ରାହି ମିଳିବା ସହିତ ଚାଷ କାର୍ଯ୍ୟ ସୁରୁଖୁରୁରେ ହୋଇଥାଏ । କିନ୍ତୁ ବର୍ଷା ଆସିବା ମାତ୍ରେ ଆମ ଘରକୁ ଅନେକ ଗୁଡିଏ ସମସ୍ୟା ମଧ୍ୟ ଆସିଥାଏ । ଯାହାକୁ କି ଅନେକ ଲୋକ ଅଣଦେଖା କରିଥାନ୍ତି । ବର୍ଷା … Read more